ଭୁବନେଶ୍ବର: ଶେଷ ପର୍ଯ୍ୟାୟରେ ଶନିବାର ରାଜ୍ୟର ୬ ଲୋକସଭା ଏବଂ ୪୨ ବିଧାନସଭା ଆସନ ପାଇଁ ମତଦାନ ଜାରି ରହିଛି । ମିଳିଥିବା ସୂଚନା ମୁତାବକ ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟରେ ପୂର୍ବାହ୍ନ ୧୧ଟା ସୁଦ୍ଧା ୨୨.୯୭ ପ୍ରତିଶତ ମତଦାନ ହୋଇଛି ।
ବାଲେଶ୍ୱରରେ ୨୭.୮୪%, ଭଦ୍ରକରେ ୧୯.୪୬%, ଜଗତସିଂପୁରରେ ୨୧.୭୬% ଭୋଟ ଦାନ ହୋଇଛି । ସେହିପରି ଯାଜପୁରରେ ୧୯.୨୪%, କେନ୍ଦ୍ରାପଡାରେ ୨୨.୩୯%, ମୟୂରଭଞ୍ଜରେ ୨୨.୪୬% ମତଦାନ ହୋଇଛି ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/06/Vote-Percentage-in-Odisha-Till-11-AM_Thumbnail.jpg)