ସୂର୍ଯ୍ୟୋପରାଗ ଥିବାରୁ ୨୬ରେ ସରକାରୀ ଛୁଟି

ଭୁବନେଶ୍ବର: ଆସନ୍ତା ୨୬ ତାରିଖରେ ସୂର୍ଯ୍ୟୋପରାଗ ଥିବାରୁ ରାଜ୍ୟ ସରକାର ସରକାରୀ ଛୁଟି ଘୋଷଣା କରିଛନ୍ତି। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଗୁରୁବାର ସମସ୍ତ ସରକାରୀ କାର୍ଯ୍ୟାଳୟ ଛୁଟି ରହିବା ସହିତ ରାଜସ୍ବ ମାଜିଷ୍ଟ୍ରେଟଙ୍କ କାର୍ଯ୍ୟାଳୟ ଓ ବ୍ୟାଙ୍କଗୁଡ଼ିକ ବି ଛୁଟି ରହିବ। ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଥିଲେ ଯେ ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ମଧ୍ୟ ଛୁଟି ରହିବ।

ସମ୍ବନ୍ଧିତ ଖବର