ସେପ୍ଟେମ୍ବର ୧୦ରୁ ୨୭ ଯାଏଁ ୨ୟ ପର୍ଯ୍ୟାୟ ଇ-ଆଡମିସନ ପ୍ରକ୍ରିୟା: ଦଶମ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀ ଆବେଦନ କରିପାରିବେ

Advertisment
ସେପ୍ଟେମ୍ବର ୧୦ରୁ ୨୭ ଯାଏଁ ୨ୟ ପର୍ଯ୍ୟାୟ ଇ-ଆଡମିସନ ପ୍ରକ୍ରିୟା: ଦଶମ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀ ଆବେଦନ କରିପାରିବେ

DNA India

ଭୁବନେଶ୍ୱର: ଦଶମ ବା ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା କିଛି ଛାତ୍ରଛାତ୍ରୀ ପ୍ରଥମ ପର୍ଯ୍ୟାୟ ଇ-ଆଡମିସନରେ ଭାଗ ନେଇପାରିନଥିବା ସରକାରଙ୍କ ଦୃଷ୍ଟିକୁ ଆସିଛିା ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ସେମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ନିମନ୍ତେ ସୁଯୋଗ ଦେବା ପାଇଁ
ଦ୍ୱିତୀୟ ପର୍ଯ୍ୟାୟ ଇ-ଆଡମିସନ ପ୍ରକ୍ରିୟାରେ ନାମ ଲେଖାଇବା ପାଇଁ ଅନ୍ୟ ଏକ ସୁଯୋଗ ପ୍ରଦାନ କରିଛନ୍ତିା ସଂପୃକ୍ତ ଛାତ୍ରଛାତ୍ରୀମାନେ ଚଳିତ ସେପ୍ଟେମ୍ବର ୧୦ରୁ ୨୭ ତାରିଖ ମଧ୍ୟରେ ପୁନର୍ବାର ଆବେଦନ କରିପାରିବୋ ଆଗ୍ରହୀ ଛାତ୍ରଛାତ୍ରୀ ତଥା ଅଭିଭାବକମାନେ www.samsodisha.gov.inରେ ଲଗ୍ଇନ୍ କରି ସଂପୂର୍ଣ୍ଣ ବିବରଣୀ ଜାଣିପାରିବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂତ୍ରରୁ ପ୍ରକାଶା

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe