ବ୍ରହ୍ମପୁରରେ ଅଭାବନୀୟ ଘଟଣା : ଘରେ ନିଆଁଲାଗି ୩ ମୃତ

Advertisment
ନୂଆଦିଲ୍ଲୀର ଏକ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

syracuse.com

ବ୍ରହ୍ମପୁର : ଘରେ ନିଆଁ ଲାଗି ଗୋଟିଏ ପରିବାରର ୩ ମୃତ। ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବ୍ରହ୍ମପୁର ଗୋଷଣୀନୂଆଗାଁ ପାଣିଗ୍ରାହୀ ପେଣ୍ଠସାହିରେ।

ସୂଚନାନୁସାରେ ସର୍ଟ ସର୍କିଟରୁ ଘରେ ନିଆଁ ଲାଗିଯିବାରୁ ବ୍ରହ୍ମପୁର କୋ-ଅପରେଟିଭ୍‌ ସୋସାଇଟି ବ୍ୟାଙ୍କର ସଭାପତିଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଏହି ଅଗ୍ନିକାଣ୍ଡରେ ସଭାପତି ଅଲେଖ ଚୌଧୁରୀ ଏବଂ ତାଙ୍କ ସମ୍ପର୍କୀୟଙ୍କ ସମେତ ୩ ଜଣ ମୃତ୍ୟୁବରଣ କରିଛନ୍ତି। ଏମାନଙ୍କୁ ମୁମୁର୍ଷ ଅବସ୍ଥାରେ ଉଦ୍ଧାର କରାଯାଇ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ନିଆଁ ଲାଗିିଥିବା ଘରେ ଶ୍ୱାସରୁଦ୍ଧ ହୋଇଯାଇଥିଲେ ଏମାନେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe