ଯାଜପୁର: ଯାଜପୁର ଜିଲ୍ଲା ବିଞ୍ଝାରପୁର କପିଳା ରାହାଁସ ନିକଟରେ ଗତ ରାତିରେ ମାଟି ଅତଡ଼ା ଖସି ୩ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏଲ ଆଣ୍ଡ ଟି ପାଇପ ଲାଇନ କାମ ବେଳେ ଏହି ଅଘଟଣ ଘଟିଛି। ମୃତ ୩ ଜଣ ତାମିଲନାଡ଼ୁ ଓ ବିହାରର ବୋଲି ଜଣାପଡ଼ିଛି।
କପିଳା ପଞ୍ଚାୟତ ରାହାଁସ ନିକଟରେ ଏଲ ଆଣ୍ଡ ଟି କମ୍ପାନୀର ପାଇପ ଲାଇନ୍ କାମ ଚାଲିଛି। ଗତ ରାତିରେ କାମ ଚାଲିଥିବା ବେଳେ ତଳେ ୩ ଶ୍ରମିକ କାମ କରୁଥିଲେ। ହଠାତ୍ ସେମାନଙ୍କ ଉପରେ ମାଟି ଅତଡ଼ା ଖସି ପଡ଼ିଥିଲା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/05/5-8.jpg)