ଭୁବନେଶ୍ୱର: ଯୁକ୍ତ୩/ସ୍ୱୟଂଶାସିତ କଲେଜ, ସେଲ୍ଫ ଫାଇନାନ୍ସିଂ(ଡିଗ୍ର୍ରି) କଲେଜ/ ସଂସ୍କୃତ(ଶାସ୍ତ୍ରୀ) କଲେଜରେ ଖାଲିଥିବା ସିଟ୍ରେ ନାମଲେଖା ପାଇଁ ବୁଧବାର ଦ୍ୱିତୀୟ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ପ୍ରକାଶ ପାଇବ। ପୂର୍ବାହ୍ନ ୧୧ଟାରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ତାଲିକା ପ୍ରକାଶ କରାଯିବ। ପ୍ରଥମ ପର୍ଯ୍ୟାୟରେ ଏକ ଲକ୍ଷ ୪୫ ହଜାର ସିଟ୍ ପୂରଣ ହୋଇଛି। ବାକି ସିଟ୍ ପାଇଁ ଏହି ନାମଲେଖା ହେବ। ଦ୍ୱିତୀୟ ପର୍ଯ୍ୟାୟରେ ଯୋଗ୍ୟ ଛାତ୍ରଛାତ୍ରୀ ଜୁଲାଇ ୧୨ ଓ ୧୩ ତାରିଖରେ ନାମଲେଖାଇ ପାରିବେ। ଜୁଲାଇ ୧୬ରୁ ଯୁକ୍ତ୩ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆରମ୍ଭ ହେବ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us