ଭୁବନେଶ୍ବର : ଓଡ଼ିଶା ହାଇକୋର୍ଟରେ ୩ ଜଣ ନୂଆ ବିଚାରପତି ନିଯୁକ୍ତ ହୋଇଛନ୍ତି । ଭାରତର ରାଷ୍ଟ୍ରପତି ଭି.ନରସିଂହ, ବିରଜା ପ୍ରସନ୍ନ ଶତପଥୀ ଓ ମୂରାହରି ରମଣଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତିଭାବେ ନିଯୁକ୍ତ କରିଛନ୍ତି । ଏ ସଂପର୍କରେ ଆଜି କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଓଡ଼ିଶା ହାଇକୋର୍ଟ ପାଇଁ ୩ ନୂଆ ବିଚାରପତି, ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
/sambad/media/post_attachments/wp-content/uploads/2020/03/high-court.jpg)