ଭୁବନେଶ୍ବର: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଛି। ଏହା ୨୦୨୨ ଜାନୁଆରିରୁ ପିଛିଲା ଭାବରେ ଲାଗୁ ହେବ। ସଂଶୋଧିତ ହାରରେ ପେନସନ ପାଉଥିବା ପେନସନଭୋଗୀମାନଙ୍କ ଟି.ଆଇରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ଏହାଦ୍ବାରା ରାଜ୍ୟର ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ତଥା ୪ ଲକ୍ଷ ପେନସନଭୋଗୀ ଉପକୃତ ହେବେ।
ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି, ଜାନୁଆରିରୁ ପିଛିଲା ଭାବରେ ହେବ ଲାଗୁ
/sambad/media/post_attachments/wp-content/uploads/2022/09/CM-Gives-Gifts-to-Employee-on-Deshurra_Thumbnail.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)