ଭୁବନେଶ୍ୱର: ସୋମବାର ସକାଳେ ଆରମ୍ଭ ହୋଇଥିବା ୪ର୍ଥ ପର୍ଯ୍ୟାୟ ନିର୍ବାଚନରେ ଅପରାହ୍ଣ ୧ଟା ସୁଦ୍ଧା ୩୫% ମତଦାନ ହୋଇଥିବା କଥା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ।
/sambad/media/post_attachments/wp-content/uploads/2019/04/adasha-booth-1.jpg)
ପୂର୍ବରୁ ସକାଳ ୯ଟା ସୁଦ୍ଧା ୯% ଓ ପୂର୍ବାହ୍ନ ୧୧ଟା ସୁଦ୍ଧା ୧୭% ମତଦାନ ହୋଇଥିବାର ସୂଚନା ମିଳିଥିଲା।
ବିଭିନ୍ନ ବୁଥ୍ରେ ଇଭିଏମ୍ କାମ କରୁ ନ ଥିବାରୁ ମତଦାନରେ ବିଳମ୍ବ ହେଉଥିବାର ଅଭିଯୋଗ ହେଉଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/04/1-11.jpg)