୪ର୍ଥ ପର୍ଯ୍ୟାୟ ନିର୍ବାଚନ: ରାଜ୍ୟରେ ଅପରାହ୍ଣ ୧ଟା ସୁଦ୍ଧା ୩୫% ମତଦାନ

Advertisment
୪ର୍ଥ ପର୍ଯ୍ୟାୟ ନିର୍ବାଚନ: ରାଜ୍ୟରେ ଅପରାହ୍ଣ ୧ଟା ସୁଦ୍ଧା ୩୫% ମତଦାନ

ଭୁବନେଶ୍ୱର: ସୋମବାର ସକାଳେ ଆରମ୍ଭ ହୋଇଥିବା ୪ର୍ଥ ପର୍ଯ୍ୟାୟ ନିର୍ବାଚନରେ ଅପରାହ୍ଣ ୧ଟା ସୁଦ୍ଧା ୩୫% ମତଦାନ ହୋଇଥିବା କଥା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ।

publive-image

ପୂର୍ବରୁ ସକାଳ ୯ଟା ସୁଦ୍ଧା ୯% ଓ ପୂର୍ବାହ୍ନ ୧୧ଟା ସୁଦ୍ଧା ୧୭% ମତଦାନ ହୋଇଥିବାର ସୂଚନା ମିଳିଥିଲା।

ବିଭିନ୍ନ ବୁଥ୍‌ରେ ଇଭିଏମ୍‌ କାମ କରୁ ନ ଥିବାରୁ ମତଦାନରେ ବିଳମ୍ବ ହେଉଥିବାର ଅଭିଯୋଗ ହେଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe