ଭୁବନେଶ୍ବର: ରାଜ୍ୟରେ ଦିନ ୧ଟା ସୁଦ୍ଧା ୩୯.୩% ମତଦାନ ହୋଇଛି। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି। ସକାଳ ୭ଟାରୁ ୪ ସଂସଦୀୟ କ୍ଷେତ୍ର ପାଇଁ ମତଦାନ ଆରମ୍ଭ ହୋଇଥିଲା। ସନ୍ଧ୍ୟା ୬ଟା ଯାଏଁ ଚାଲିବ ମତଦାନ।
ରାଜ୍ୟରେ ଦିନ ୧ଟା ସୁଦ୍ଧା ୩୯.୩% ମତଦାନ
/sambad/media/post_attachments/wp-content/uploads/2022/06/voting1.jpg)