ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪, ୮୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୮୧୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୦୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୬୬୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୨୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 29th Jan
New Positive Cases: 4843
Of which 0-18 years: 663
In quarantine: 2815
Local contacts: 2028(Details of local contacts will be shared by concerned District)
1. Angul: 58
2. Balasore: 152
3. Bargarh: 80
4. Bhadrak: 60
5. Balangir: 95
6. Boudh: 49— I & PR Department, Odisha (@IPR_Odisha) January 30, 2022
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫୮ ଜଣ, ବାଲେଶ୍ୱରରୁ ୧୫୨ ଜଣ, ବରଗଡ଼ରୁ ୮୦ ଜଣ, ଭଦ୍ରକରୁ ୬୦ ଜଣ, ବଲାଙ୍ଗୀରରୁ ୯୫ ଜଣ, ବୌଦ୍ଧ ଜିଲ୍ଲାରୁ ୪୯, କଟକରୁ ୩୭୯ ଜଣ, ଦେବଗଡ଼ରୁ ୭୩ ଜଣ, ଢେଙ୍କାନାଳରୁ ୪୫ ଜଣ, ଗଜପତିରୁ ୬୨, ଗଞ୍ଜାମରୁ ୬୭ ଜଣ, ଜଗତସିଂହପୁରରୁ ୧୦୦ ଜଣ, ଯାଜପୁରରୁ ୧୬୬ ଜଣ, ଝାରସୁଗୁଡ଼ାରୁ ୬୧ ଜଣ, କଳାହାଣ୍ଡିରୁ ୧୫୮ ଜଣ, କନ୍ଧମାଳରୁ ୫୨ ଜଣ, କେନ୍ଦ୍ରାପଡ଼ାରୁ ୭୦ ଜଣ, କେଉଁଝରରୁ ୮୧ ଜଣ, ଖୋର୍ଦ୍ଧାରୁ ୧୦୨୩ ଜଣ, କୋରାପୁଟରୁ ୫୦ ଜଣ, ମାଲକାନଗିରିରୁ ୧୮ ଜଣ, ମୟୁରଭଞ୍ଜରୁ ୧୫୨ ଜଣ, ନବରଙ୍ଗପୁରରୁ ୧୩୭, ନୟାଗଡ଼ରୁ ୧୯୪ ଜଣ, ନୂଆପଡ଼ାରୁ ୧୬୬ ଜଣ, ପୁରୀରୁ ୭୨ ଜଣ, ରାୟଗଡ଼ାରୁ ୯୯ ଜଣ, ସମ୍ୱଲପୁରରୁ ୧୨୮ ଜଣ, ସୋନପୁରରୁ ୭୩, ସୁନ୍ଦରଗଡ଼ରୁ ୭୩୫ ଜଣ ଓ ଷ୍ଟେଟ ପୁଲରୁ ୧୮୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨,୪୫,୯୧୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୧, ୮୪, ୧୭୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୩, ୦୯୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
ସୂଚନାଯୋଗ୍ୟ, ଗତକାଲି ୪, ୮୪୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଜାନୁଆରି ୨୮ରେ ୫୦୫୭ ଜାନୁଆରି ୨୭ରେ ୫୯୦୧, ଜାନୁଆରି ୨୬ରେ ୭୪୨୬ ଜଣ, ୨୫ରେ ୫,୮୯୧ ଜାନୁଆରି ୨୪ରେ ୭୯୨୧, ଜାନୁଆରି ୨୩ ତାରିଖରେ ୮,୫୨୦ ଜାନୁଆରି ୨୨ରେ ୮,୮୪୫ ଜାନୁଆରି ୨୧ ତାରିଖରେ ୯,୮୩୩, ଜାନୁଆରି ୨୦ ତାରିଖରେ ୧୦,୩୬୮ଜଣ, ଜାନୁଆରି ୧୯ ତାରିଖରେ ୧୧,୬୦୭ ଜଣ, ଜାନୁଆରି ୧୮ରେ ୧୧,୦୮୬, ଜାନୁଆରି ୧୭ରେ ୧୦,୪୮୯, ୧୬ ତାରିଖରେ ୧୧,୧୭୭, ୧୫ ତାରିଖରେ ୧୦,୮୫୬, ଜାନୁଆରି ୧୪ରେ ୧୦,୨୭୩ , ଜାନୁଆରି ୧୩ରେ ୧୦,୦୫୯ ଜଣ, ଜାନୁଆରି ୧୨ରେ ୮୭୭୮, ୧୧ରେ ୭୦୭୧, ୧୦ରେ ୪୮୨୯, ଜାନୁଆରି ୯ ତାରିଖରେ ୪୭୧୪ ଜଣ , ଜାନୁଆରି ୮ ତାରିଖରେ ୩୬୭୯ ଜଣ , ଜାନୁଆରି ୭ ତାରିଖରେ ୨୭୦୩ ଜଣ, ଜାନୁଆରି ୬ ତାରିଖରେ ୧୮୯୭ ଜଣ, ଜାନୁଆରି ୫ ରେ ୧୨୧୬, ଜାନୁଆରି ୪ ରେ ୬୮୦, ଜାନୁଆରି ୩ ରେ ୪୨୪, ଜାନୁଆରି ୨ରେ ୪୨୪, ଜାନୁଆରି ୧ରେ ୨୯୮, ଡିସେମ୍ବର ୩୧ରେ ୨୨୮, ଡିସେମ୍ବର ୩୦ରେ ୨୨୫, ଡିସେମ୍ବର ୨୯ରେ ୨୨୧ ଓ ଡିସେମ୍ବର ୨୮ରେ ୧୫୬ ଜଣ ପଜିଟିଭ ଚିହ୍ନଟ ହୋଇଥିଲେ।