କଳାହାଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୫ ମୃତ

ଭବାନୀପାଟଣା : କଳାହାଣ୍ଡିରେ ଗତକାଲି ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣାରେ ୫ ଜଣ ମୃତ୍ୟୁବରଣ କରିଛନ୍ତି। ମୃତକଙ୍କ ମଧ୍ୟରେ ୨ ଶିଶୁ ଥିବା ସୂଚନା ମିଳିଛି। ସେମାନେ ଏକ କାରରେ ବିଶାଖାପାଟଣାରୁ ଖୁସେଲଗୁଡ଼ା ଗାଁକୁ ଯାଉଥିବା ବେଳେ ୨୬ ନମ୍ବର ଜାତୀୟ ରାଜପଥର ଜରିଙ୍ଗ ନିକଟରେ ଏହି ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ୫ ଜଣ ମୃତ୍ୟୁବରଣ କରିଥିବା ସୂଚନା ମିଳିଛି।

ସମ୍ବନ୍ଧିତ ଖବର