ଭୁବନେଶ୍ୱର: ଭୁବନେଶ୍ୱରରୁ ଆଜି ୫୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ୍ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୩୪୫ ଜଣ ସୁସ୍ଥ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି।
/sambad/media/post_attachments/wp-content/uploads/2020/08/EgmUBmUU0AEj2UT-688x1024.jpg)
ବିଏମ୍ସିର ସୂଚନା ଅନୁସାରେ ଭୁବନେଶ୍ୱରରେ ଏପର୍ଯ୍ୟନ୍ତ ୯୫୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୫୭୬୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କିନ୍ତୁ ୩୬୯୩ ଜଣ ସକ୍ରିୟ ଆକ୍ରନ୍ତଙ୍କ ଚିକିତ୍ସାଧୀନ ଥିବା ବେଳେ ୪୦ ଜଣଙ୍କର ମୃତ୍ୟୁ ହୋଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/08/505found-in-bbsr-29_Thumb.jpg)