ଭୁବନେଶ୍ୱରରୁ ଆଜି ୫୦୫ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୩୪୫ ଜଣ

Advertisment
ଭୁବନେଶ୍ୱରରୁ ଆଜି ୫୦୫ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୩୪୫ ଜଣ

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଜି ୫୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ୍‌ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୩୪୫ ଜଣ ସୁସ୍ଥ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି।

publive-image

ବିଏମ୍‌ସିର ସୂଚନା ଅନୁସାରେ ଭୁବନେଶ୍ୱରରେ ଏପର୍ଯ୍ୟନ୍ତ ୯୫୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୫୭୬୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କିନ୍ତୁ ୩୬୯୩ ଜଣ ସକ୍ରିୟ ଆକ୍ରନ୍ତଙ୍କ ଚିକିତ୍ସାଧୀନ ଥିବା ବେଳେ ୪୦ ଜଣଙ୍କର ମୃତ୍ୟୁ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe