ଆଜି ପୁଣି ୫୨୭ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪କୁ ବୃଦ୍ଧି

ଆଜି ପୁଣି ୫୨୭ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୫୨୭ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ମାନଙ୍କ ଭିତରୁ ୧୮୯ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୩୩୮ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୬ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।

ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୧୫, ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ୱର ଜିଲ୍ଲାରୁ ୨୬, ବରଗଡ଼ ଜିଲ୍ଲାରୁ ୧, ଭଦ୍ରକ ଜିଲ୍ଲାରୁ ୨, ବଲାଙ୍ଗୀର ଜିଲ୍ଲାରୁ ୨୧, କଟକ ଜିଲ୍ଲାରୁ ୧୭, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୪, ଯାଜପୁର ଜିଲ୍ଲାରୁ ୨୫, ଝାରସୁଗୁଡ଼ା ଜିଲ୍ଲାରୁ ୪, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫, କେନ୍ଦୁଝର ଜିଲ୍ଲାରୁ ୭, ଖୋର୍ଦ୍ଧା ଜିଲ୍ଲାରୁ ୫୦, କୋରାପୁଟ ଜିଲ୍ଲାରୁ ୬, ମାଲକାନଗିରି ଜିଲ୍ଲାରୁ ୩, ମୟୂରଭଞ୍ଜ ଜିଲ୍ଲାରୁ ୧୦, ନବରଙ୍ଗପୁର ଜିଲ୍ଲାରୁ ୩, ନୟାଗଡ଼ ଜିଲ୍ଲାରୁ ୧୮, ନୂଆପଡ଼ ଜିଲ୍ଲାରୁ ୪, ପୁରୀ ଜିଲ୍ଲାରୁ ୧୬, ରାୟଗଡ଼ା ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୧, ସୋନପୁର ଜିଲ୍ଲାରୁ ୫, ସୁନ୍ଦରଗଡ଼ ଜିଲ୍ଲାରୁ ୭୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

publive-image cdc

ଏବେ ରାଜ୍ୟରେ ମୋଟ୍ ୬୭୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୮୬୦ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe