ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି। ସରକାରୀ ବାବୁଙ୍କ ଉପରୁ ହଟିଲା ୫ଟି। ସରକାରୀ କର୍ମଚାରୀଙ୍କ ଉପରୁ ହଟିଲା ୫ଟି ଚାର୍ଟର। ଏଥିସହ ହଟିଲା ମୋ ସରକାର। କ, ଖ, ଗ ବର୍ଗର କର୍ମଚାରୀଙ୍କ ଉପରୁ ହଟିଲା ୫ଟି। ୫ଟି ଚାର୍ଟର ହଟାଇଛନ୍ତି ରାଜ୍ୟ ସରକାର। ଏନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।
ସରକାରୀ କର୍ମଚାରୀଙ୍କ ଉପରୁ ହଟିଲା ୫ଟି ଚାର୍ଟର
/sambad/media/post_attachments/wp-content/uploads/2024/08/WhatsApp-Image-2023-08-21-at-5.34.47-PM.jpeg)