ସମ୍ବଲପୁର: ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇଥିବାରୁ ହୀରାକୁଦ ଜଳଭଣ୍ଡାରରୁ ଶନିବାର ରାତି ୯ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୫.୦୨ ଫୁଟରେ ପହଞ୍ଚିଛି। ପୁଣି ୭ଟି ଗେଟ ଖୋଲାଯିବା ପରେ ଏବେ ୯ ଗେଟ୍ ଖୋଲି ଜଳ ନିଷ୍କାସନ ହେଉଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୧ ଲକ୍ଷ ୬୯ ହଜାର ୬୧୩ ଘନଫୁଟ ଜଳ ପ୍ରବେଶ କରୁଛି ଏବଂ ୧ଲକ୍ଷ ୪୦ ହଜାର ୧୬ କ୍ୟୁସେକ ଜଳ ନିଷ୍କାସିତ ହେଉଛି।
ହୀରାକୁଦ ଜଳଭଣ୍ଡାରରୁ ଖୋଲିଲା ୯ଟି ଗେଟ୍
/sambad/media/post_attachments/wp-content/uploads/2020/06/Hirakud.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)