ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ୯ ମାଓବାଦୀଙ୍କ  ଆତ୍ମସମର୍ପଣ

Advertisment
ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ୯ ମାଓବାଦୀଙ୍କ  ଆତ୍ମସମର୍ପଣ

ବୌଦ୍ଧ: ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ୯ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ଭିତରେ ୨ ମହିଳା ମାଓବାଦୀ ଥିବା ଜଣାଯାଇଛି।ସମସ୍ତ ୯ ମାଓବାଦୀ ଛତିଶଗଡ଼ ଦନ୍ତେୱାଡ଼ା ଜିଲ୍ଲାର ବୋଲି ସୂଚନା ରହିଛି। ସେମାନେ ମୁଖ୍ୟ ସ୍ରାତରେ ସାମିଲ ହେବାକୁ ଆତ୍ମସମର୍ପଣ କରିବାକୁ ନିଷ୍ପତ୍ତି ନେଇଥିବା କୁହାଯାଇଛି।

ଦୁଇ ମହିଳା ମାଓବାଦୀଙ୍କ ନାମ ୟୋଗି ମାଡଭି ଓ ପୋଜେ ମାଡଭି ବୋଲି ଜଣାଯାଇଛି। ଠିକ୍ ସେହିପରି ପୁରୁଷ ମାଓବାଦୀମାନେ ହେଲେ ଭୀମ କାଡଟି, ଭୀମ ବଂଜାମ, ବନ୍ଦୀ ବଂଜାମ, ଅରମା ରାବୀ, ମଲ୍ଲା ମାଡଭି,  ଦେବ କାଟଭି ଓ ଆୟତା ମାଡଭି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe