ଆଇଏଏସ୍‌ ପାହ୍ୟାକୁ ୯ ଓଏଏସ୍‌ଙ୍କୁ ପଦୋନ୍ନତି

ଭୁବନେଶ୍ୱର : ରାଜ୍ୟର ୯ଜଣ ବରିଷ୍ଠ ଓଏଏସ୍‌ ଅଧିକାରୀ ଆଇଏଏସ୍‌ ଅଧିକାରୀ ପାହ୍ୟାକୁ ପଦୋନ୍ନତି ପାଇଛନ୍ତି। ସେମାନେ ହେଉଛନ୍ତିି ମାଗୁଣି ଚରଣ ପାତ୍ର, ବୃନ୍ଦାବନ ବେହେରା, ଧନଞ୍ଜୟ ହେମ୍ବ୍ରମ, ଗଙ୍ଗାଧର ପାତ୍ର, ପ୍ରଦୀପ କୁମାର ନାୟକ, ପବିତ୍ର ମଣ୍ଡଳ, ସୁନୀଲ କୁମାର ନାୟକ, ଅଶୋକ କୁମାର ନାୟକ ଓ ବଟକୃଷ୍ଣ ଦେହୁରୀ। ଏ ନେଇ ରାଜ୍ୟ ସରକାରଙ୍କୁ ଜଣାଇଛି କେନ୍ଦ୍ର କାର୍ମିକ ମନ୍ତ୍ରାଳୟ।

ସମ୍ବନ୍ଧିତ ଖବର