ଡିଭାଇଡରରେ ପିଟି ହେଲା ବାଇକ୍: ଦୁଇ ମୃତ, ଜଣେ ଗୁରୁତର

Advertisment
ଡିଭାଇଡରରେ ପିଟି ହେଲା ବାଇକ୍: ଦୁଇ ମୃତ, ଜଣେ ଗୁରୁତର

ବାଲେଶ୍ୱର: ବାଲେଶ୍ୱର ସହର ଉପକଣ୍ଠ ବାଲିଆ ଅଞ୍ଚଳର ଭୀମପୁରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ତିନିଜଣ ଯୁବକ ଏକ ବାଇକରେ ରେମୁଣା ଗୋଲେଇରେ ଯାଉଥିବା ବେଳେ ଭୀମପୁରା ନିକଟରେ ରାସ୍ତାକଡ଼ ଡିଭାଇଡରକୁ ପିଟି ହୋଇ ଯାଇଥିଲେ।  ଏଥିରେ ୩ଜଣ ଗୁରୁତର ଆହତ ହୋଇଥିବା ବେଳେ ସ୍ଥାନୀୟ ଲୋକେ ସେମାନକୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ।

publive-image newindianexpress.com

ଡାକ୍ତର ସେଠାରେ ଦୁଇଜଣଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ଗୁରୁତର ଆହତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ମୃତକ ଦୁଇଜଣଙ୍କ ନାମ ପରେଶ ଓ ଭାଲୁ ବୋଲି ଜଣାପଡିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe