ବାଲୁଗାଁ: ୧୬ ନମ୍ବର ଜାତୀୟ ରାଜପଥ ବାଲୁଗାଁ ବାଇପାସ ରାସ୍ତାର ଚିଲିକା ଢ଼ାବା ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଆଜି ଭୋରରୁ ଛିଡ଼ା ହୋଇଥିବା ଏକ ଟ୍ରକର ପଛପଟେ ଆଉ ଏକ ଟ୍ରକ ଧକ୍କା ଦେଇଥିଲା। ଏହାଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ହୋଇଥିଲେ। ମୃତକ ପଛଟ୍ରକର ଚାଳକ ବୋଲି ଜଣାଯାଇଚି। ଗୁରୁତରମାନଙ୍କୁ ବାଲୁଗାଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବଡ଼କୂଳରେ ଲହି ସଡ଼କ ଦୁର୍ଘଟଣା ଘଟିଛି। ସ୍ଥାନୀୟ ପୁଲିସ ଦୁର୍ଘଟଣାର ତଦନ୍ତ ଆରମ୍ଭ କରିଛି।
ଛିଡ଼ା ହୋଇଥିବା ଟ୍ରକକୁ ପଛରୁ ପିଟିଲା ଆଉ ଏକ ଟ୍ରକ୍: ଜଣେ ମୃତ, ୩ ଗୁରୁତର
/sambad/media/post_attachments/wp-content/uploads/2023/08/accident-1.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)