ଛିଡ଼ା ହୋଇଥିବା ଟ୍ରକକୁ ପଛରୁ ପିଟିଲା ଆଉ ଏକ ଟ୍ରକ୍: ଜଣେ ମୃତ, ୩ ଗୁରୁତର

ଦୁର୍ଘଟଣା ନେଲା ୮ ଜୀବନ: ସ୍କୁଟି-ବାଇକ୍ ମୁହାଁମୁହିଁ, ୪ ମୃତ

ବାଲୁଗାଁ: ୧୬ ନମ୍ବର ଜାତୀୟ ରାଜପଥ ବାଲୁଗାଁ ବାଇପାସ ରାସ୍ତାର ଚିଲିକା ଢ଼ାବା ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଆଜି ଭୋରରୁ ଛିଡ଼ା ହୋଇଥିବା ଏକ ଟ୍ରକର ପଛପଟେ ଆଉ ଏକ ଟ୍ରକ ଧକ୍କା ଦେଇଥିଲା। ଏହାଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ହୋଇଥିଲେ। ମୃତକ ପଛଟ୍ରକର ଚାଳକ ବୋଲି ଜଣାଯାଇଚି। ଗୁରୁତରମାନଙ୍କୁ ବାଲୁଗାଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବଡ଼କୂଳରେ ଲହି  ସଡ଼କ ଦୁର୍ଘଟଣା ଘଟିଛି। ସ୍ଥାନୀୟ ପୁଲିସ ଦୁର୍ଘଟଣାର ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe