୧୬ ନମ୍ବର ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା: ୨ ମୃତ, ଜଣେ ଆହତ

Advertisment
୧୬ ନମ୍ବର ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା: ୨ ମୃତ, ଜଣେ ଆହତ

ଖୋର୍ଦ୍ଧା: ୧୬ ନମ୍ବର ଜାତୀୟ ରାଜପଥରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ବେ‌ଳେ ଜଣେ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ୧୬ ନମ୍ବର ଜାତୀୟ ରାଜପଥର ଧୁଆଁଳ, ବିଶୁଣ୍ଡିହ ନିକଟରେ ଏହି ସଡ଼କ ଦୁର୍ଘଟଣା ଘଟିଛି। ଆହତଙ୍କୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe