୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୨ ଯୁବକ ମୃତ

Advertisment
୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୨ ଯୁବକ ମୃତ

ମାର୍ଶାଘାଇ: କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୨ ଯୁବକଙ୍କ ମୃତ୍ୟୁ ଘଟିଥିବାର ଖବର ମିଳିଛି। ମାର୍ଶାଘାଇ ଥାନା ଅନ୍ତର୍ଗତ ଜୟଚନ୍ଦ୍ରପୁର ଛକ ନିକଟରେ ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣା ଘଟି ୨ ଜଣ ଯୁବକ ମୃତ୍ୟୁବରଣ କରିଛନ୍ତି।

publive-image

ଦୁଇ ମୃତ ଯୁବକ ହେଲେ ଚତୁର୍ଭୁଜ ଦାସ ଏବଂ ମହେନ୍ଦ୍ର ଶତପଥୀ। ଦୁଇ ଯୁବକଙ୍କ ଘର କରଂଜ ଗ୍ରାମରେ। ବିଳମ୍ବିତ ରାତିରେ ମୃତ ଯୁବକ ଦୁଇଜଣଙ୍କୁ ପୁଲିସ ଉଦ୍ଧାର କରି କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe