ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାର ରଘୁନାଥପୁର ବଜାର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥବାର ଖବର ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, କଟକ-ପାରାଦୀପ ରାଜ୍ୟ ରାଜପଥର ରଘୁନାଥପୁର ବଜାର ନିକଟରେ ଏକ କାର୍ ଓ ବାଇକ୍ ମୁଁହାମୁହିଁ ଧକ୍କା ହୋଇଛି। ଏହାଫଳରେ ଘଟଣାସ୍ଥଳରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି।
/sambad/media/post_attachments/wp-content/uploads/2020/12/acc-1.jpg)
ଏଣେ ଦୁର୍ଘଟଣା ପରେ କାରଟି ଜଳିଯାଇଥିବା ଜଣାଯାଇଛି। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/12/j.jpg)