ବସୁଧା ଯୋଜନା ପାଇଁ ଅତିରିକ୍ତ ହଜାରେ କୋଟି

Advertisment
ବସୁଧା ଯୋଜନା ପାଇଁ ଅତିରିକ୍ତ ହଜାରେ କୋଟି

ଭୁବନେଶ୍ବର : ବସୁଧା ଯୋଜନାରେ ବିଭିନ୍ନ ପାନୀୟ ଜଳ ପ୍ରକଳ୍ପଗୁଡ଼ିକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୮-୧୯ ଆର୍ଥିକ ବର୍ଷ ନିମନ୍ତେ ଅତିରିକ୍ତ ଏକ ହଜାର କୋଟି ଟଙ୍କା ମଞ୍ଜୁର କରିଛନ୍ତି। ପୂର୍ବରୁ ଚଳିତ ଆର୍ଥିକ ବର୍ଷ ପାଇଁ ଏକ ହଜାର କୋଟି ଟଙ୍କାର ବଜେଟ୍‌ ବ୍ୟବସ୍ଥା ଥିଲା। ପ୍ରକଳ୍ପଗୁଡ଼ିକୁ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅତିରିକ୍ତ ଅର୍ଥ ମଞ୍ଜୁର କରିଛନ୍ତି। ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ମଧ୍ୟ ବସୁଧା ଯୋଜନାରେ ଏକ ହଜାର କୋଟି ଟଙ୍କାର ବଜେଟ୍‌ ବ୍ୟବସ୍ଥା କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe