ପୁରୀ: ଶ୍ରୀକ୍ଷେତ୍ରରେ ରଥ ଉପରେ ଶ୍ରୀଜିଉଙ୍କ ଅଧରପଣା ନୀତି ଜାରି ରହିଛି । ଏହି ନୀତିରେ ସେବାୟତମାନେ ନିୟୋଜିତ ଅଛନ୍ତି । ଆଉ କିଛି ସମୟ ପରେ ଶ୍ରୀବିଗ୍ରହଙ୍କ ଠାରେ ଅଧରପଣା ଲାଗି ହେବ । ରଥାରୁଢ଼ ଦିଅଁଙ୍କୁ ଅଧରପଣା ଭୋଗ ଲାଗି କରାଯିବ । ଅଧର ଉଚ୍ଚା ତୁମ୍ବାକୃତି ମାଟିପାତ୍ରରେ ପଣା ଲାଗି ହେବ । ପ୍ରତି ରଥରେ ୩ଟି ଲେଖାଏଁ ହାଣ୍ଡିରେ ପଣା ଲାଗି ହେବ । ଭୋଗ ସରିଲା ପରେ ରଥ ଉପରେ ହାଣ୍ଡି ଭଙ୍ଗା ଯିବ ।
      
          ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
      
    
  
  
 
  
    Here are a few more articles:
    
        
    
            
            {{#pages}}
                
                
                
            {{/pages}}
            
        
    
    
  
 Follow Us