ପୁରୀ: ମହାପ୍ରଭୁଙ୍କ ପାଖରେ ସମର୍ପଣ ହେଲେ ସବୁ କାର୍ଯ୍ୟ ସୁରୁଖୁରୁରେ ହୋଇଥାଏ। ଆଜି ତିନି ରଥର ଦକ୍ଷିଣ ମୋଡ଼। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ପରେ ତିନି ରଥର ଦକ୍ଷିଣ ମୋଡ଼ କରାଯିବ।
ଭକ୍ତମାନଙ୍କ ପାଇଁ ଗୁଣ୍ଡିଚା ମନ୍ଦିରରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରାଯାଇଛି ବୋଲି ପୁରୀ ଜିଲ୍ଲାପାଳ ଚଞ୍ଚଲ ରାଣା କହିଛନ୍ତି।
ଦିବ୍ୟାଙ୍ଗ ଓ ବାଳାଶ୍ରମ ଛାତ୍ରଛାତ୍ରୀମାନଙ୍କ ପାଇଁ ପ୍ରଶାସନ ପକ୍ଷରୁ ମଧ୍ୟ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କରାଯାଇଛି। ଆଗାମୀ ଦିନରେ ସନ୍ଧ୍ୟା ଦର୍ଶନ, ବାହୁଡ଼ା ଯାତ୍ରା ଓ ସୁନାବେଶ ପାଇଁ ପ୍ରଶାସନ ପ୍ରସ୍ତୁତି ହୋଇଛି ବୋଲି ଜିଲ୍ଲାପାଳ କହିଛନ୍ତି।
Rath Yatra 2025 | lord jagannath
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2024-09-12t092703765z-halim.jpeg)
/sambad/media/media_files/2025/07/02/administration-preparations-for-bahuda-yatra-and-suna-besha-have-been-completed-district-collector-2025-07-02-12-17-08.jpg)