‘ଅଗ୍ନି-୨’ କ୍ଷେପଣାସ୍ତ୍ରର ପରୀକ୍ଷଣ ଆଜି

‘ଅଗ୍ନି-୨’ କ୍ଷେପଣାସ୍ତ୍ରର ପରୀକ୍ଷଣ ଆଜି

Livemint

ବାଲେଶ୍ବର/ଚାନ୍ଦବାଲି : ଭଦ୍ରକ ଜିଲ୍ଲା ଧାମରା ସ୍ଥିତ ଅବ୍ଦୁଲ କଲାମ ଦ୍ବୀପରୁ ଆସନ୍ତାକାଲି ନିର୍ଦ୍ଧାରିତ ସମୟରେ ‘ଅଗ୍ନି-୨ କ୍ଷେପଣାସ୍ତ୍ରର ବ୍ୟାବହାରିକ ପରୀକ୍ଷଣ ହେବ। ପାଗ ଅନୂକୁଳ ଦେଖି କୌଣସି ସମୟରେ ଏହି ପରୀକ୍ଷା କରାଯିବା ପାଇଁ ସ୍ଥିର କରାଯାଇଥିବା ବେଳେ ମତ୍ସ୍ୟଜୀବୀମାନଙ୍କୁ ମଧ୍ୟ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe