ଜରୁରୀ ସ୍ୱାସ୍ଥ୍ୟସେବା ପାଇଁ ଏୟାର ଆମ୍ବୁଲାନ୍ସ ନିୟୋଜିତ: ମୁଖ୍ୟ ନିର୍ବାଚନ ଅଧିକାରୀ

Advertisment
ଝାରସୁଗୁଡ଼ା ଉପନିର୍ବାଚନ: ଆଦିବାସୀ, ଅଘରିଆ ଭୋଟରଙ୍କ ଉପରେ ନଜର

ଭୁବନେଶ୍ୱର: ନିର୍ବାଚନ ପରିଚାଳନାରେ ରହିଥିବା କର୍ମଚାରୀ ଓ ମତଦାତାଙ୍କ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ପାଇଁ କୋରାପୁଟ ଜିଲ୍ଲାରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ଏୟାର ଆମ୍ବୁଲାନ୍ସ ନିୟୋଜିତ କରାଯାଇଛିା ଏହା ମଇ ୧୨ରୁ ମଇ ୨୦ ତାରିଖ ପର୍ଯ୍ୟନ୍ତ ନିୟୋଜିତ ରହିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସୂଚନା ଦେଇଛନ୍ତିା ଆବଶ୍ୟକତା ଅନୁଯାୟୀ ଜରୁରୀ ସ୍ୱାସ୍ଥ୍ୟସେବା ପାଇଁ ଏହା ଯୋଗେ ଏୟାର ଲିଫଫ କରାଯିବ ବୋଲି ଶ୍ରୀ ଧଳ ପ୍ରକାଶ କରିଛନ୍ତି ବୋଲି ଲୋକସମ୍ପର୍କ ଅଧିକାରୀ ବିନାୟକ ମିଶ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe