ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅଜିମ୍‌ ପ୍ରେମ୍‌ଜୀ

Advertisment
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅଜିମ୍‌ ପ୍ରେମ୍‌ଜୀ

ଭୁବନେଶ୍ୱର: ସଚିବାଳୟରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ଅଜିମ୍‌ ପ୍ରେମ୍‌ଜୀ। ରାଜ୍ୟରେ ମହିଳା ଓ ଶିଶୁଙ୍କ ସ୍ୱାସ୍ଥ୍ୟର ଉନ୍ନତି ପାଇଁ ସରକାରଙ୍କ ପଦକ୍ଷେପକୁ ଶ୍ରୀ ପ୍ରେମ୍‌ଜୀ ପ୍ରଶଂସା କରିଥିଲେ। ରାଜ୍ୟରେ ପୁଷ୍ଟି କାର୍ଯ୍ୟକ୍ରମକୁ ସହଯୋଗ କରୁଥିବାରୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଧନ୍ୟବାଦ ଜଣାଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe