ଅକ୍ଷୟ ମହାନ୍ତିଙ୍କ ପତ୍ନୀ ପ୍ରବୀଣାଙ୍କ ପରଲୋକ

କଟକ : ସ୍ୱର୍ଗତ ସଂଗୀତଜ୍ଞ ଅକ୍ଷୟ ମହାନ୍ତିଙ୍କ ପତ୍ନୀ ପ୍ରବୀଣା ମହାନ୍ତିଙ୍କ ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲ ନିଆଯାଇଥିବା ବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

ସମ୍ବନ୍ଧିତ ଖବର