ବିଶ୍ବବିଦ୍ୟାଳୟ ଓ କଲେଜକୁ ଆସିବେ ସମସ୍ତ କର୍ମଚାରୀ

ଉତ୍କଳ ବିଶ୍ବବିଦ୍ୟାଳୟ ନାକ୍‌ ମାନ୍ୟତା ଖସିଲା: ‘ଏ’ ଗ୍ରେଡ୍‌ରେ ସନ୍ତୁଷ୍ଟ

utkal university

ଭୁବନେଶ୍ବର : ଉଚ୍ଚଶିକ୍ଷା ବିଭାଗ ଅଧୀନ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀ ଏଣିକି ଶିକ୍ଷାନୁଷ୍ଠାନ ଆସିବେ। ଶିକ୍ଷକମାନେ ଅନ୍‌ଲାଇନରେ କ୍ଲାସ କରିବାକୁ ଉଚ୍ଚଶିକ୍ଷା ସଚିବ ଶାଶ୍ବତ ମିଶ୍ର ଆଜି କଲେଜ ଅଧ୍ୟକ୍ଷ ଓ ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କୁ ଚିଠି ଲେଖି ନିର୍ଦେଶ ଦେଇଛନ୍ତି। ଶ୍ରୀ ମିଶ୍ର ଆହୁରି କହିଛନ୍ତି ଯେ ସ୍ବତନ୍ତ୍ର ରିଲିଫ୍‌ କମିସନରଙ୍କ ନିର୍ଦେଶ ଓ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାନୁଆରି ୩୧ରେ ଜାରି ବିଜ୍ଞପ୍ତି ଆଧାରରେ ଏଭଳି ନିଷ୍ପତ୍ତି ନିଆଯାଇଛି। ଫେବ୍ରୁଆରି ପହିଲାରୁ ଶତ ପ୍ରତିଶତ କର୍ମଚାରୀଙ୍କୁ ନେଇ କୋଭିଡ୍‌ କଟକଣା ମଧ୍ୟରେ କାର୍ଯ୍ୟ ଚାଲିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe