କଣ୍ଟେନରକୁ ପିଟି ଜଳିଗଲା ୧୦୮ ଆମ୍ବୁଲାନ୍ସ: ୪ ଗୁରୁତର

Advertisment
କଣ୍ଟେନରକୁ ପିଟି ଜଳିଗଲା ୧୦୮ ଆମ୍ବୁଲାନ୍ସ: ୪ ଗୁରୁତର

ବସ୍ତା: ବାଲେଶ୍ବର ଜିଲ୍ଲା ରୂପସା ନିକଟରେ ୬୦ ନଂ ଜାତୀୟ ରାଜପଥରେ ଏକ କଣ୍ଟେନରକୁ ୧୦୮ ଆମ୍ବୁଲାନ୍ସ ପଛପଟୁ ଧକ୍କା ଦେଇ ଜଳିଯାଇଥିବାର ଖବର ମିଳିଛି। ଏହି ଦୁର୍ଘଟଣା ଫଳରେ ରୋଗୀ ସମେତ ୪ ଗୁରୁତର ହୋଇଥିବା ଜଣାଯାଇଛି। ଗୁୁତରମାନଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ୧୦୮ ଆମ୍ବୁଲାନ୍ସ ବସ୍ତା ଡ଼ାକ୍ତରଖାନାରୁ ରୋଗୀ ନେଇ ବାଲେଶ୍ବର ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଆମ୍ବୁଲାନ୍ସର ଫାର୍ମାସିଷ୍ଟଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe