ଭୁବନେଶ୍ବର: ଜୁନ୍ ୧୭ରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ଏବଂ ୨୨ ତାରିଖରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା ଆସିବେ। ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଜେପିର ମହାଜନସମ୍ପର୍କ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଉଭୟ ନେତା ଓଡ଼ିଶା ଆସିବେ।
ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା
/sambad/media/post_attachments/wp-content/uploads/2023/06/amit-nadda-750x430-1.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)