୨୭ରେ ଆସିବେ ଅମିତ ଶାହ

Advertisment
୨୭ରେ ଆସିବେ ଅମିତ ଶାହ

Rediffmail

ଭୁବନେଶ୍ବର : ବିଜେପି ରା‌ଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଆସନ୍ତା ୨୭ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପ୍ରଚାରର ଶେଷ ଦିନରେ ସେ ମୟୂରଭଞ୍ଜର ମୋରଡ଼ା ଓ ଯାଜପୁର ଜିଲ୍ଲାର ସୁକିନ୍ଦାରେ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ। ସେହିପରି କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀ ୨୬ ତାରିଖରେ ଯାଜପୁର ଓ ମୟୂରଭଞ୍ଜରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe