ଆଜି ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ, ମୋରଡ଼ା ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ

Advertisment
ଆଜି ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ, ମୋରଡ଼ା ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ

oneindia.com

ଭୁବନେଶ୍ବର : ଆସନ୍ତା କାଲି ନିର୍ବାଚନ ପ୍ରଚାର ପାଇଁ ମୟୂରଭଞ୍ଜ ଜିଲ୍ଲା ମୋରଡ଼ାରେ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବାକୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଓଡ଼ିଶା ଆସିବେ। ପୂର୍ବାହ୍ନ ୧୧ଟା ୩୦ରେ ମୋରଡ଼ା ସମାବେଶରେ ଯୋଗଦେଇ ଅପରାହ୍ନ ୧ଟା ୧୫ ମିନିଟରେ ଯାଜପୁର ଜିଲ୍ଲା ସୁକିନ୍ଦାଠାରେ ଅନୁଷ୍ଠିତ ହେବାକୁ ଥିବା ବିଜୟ ସଂକଳ୍ପ ସମାବେଶରେ ଶ୍ରୀ ଶାହ ଯୋଗଦେବେ ବୋଲି ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର ଜଣାଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe