କଟକ: ଆସନ୍ତା ଅଗଷ୍ଟ ୮ ତାରିଖରେ କଟକ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଦୈନିକ ଖବର କାଗଜ ‘ପ୍ରଜାତନ୍ତ୍ର’ର ୭୫ ବର୍ଷ ପୂର୍ତ୍ତି ଅବସରରେ କଟକର ଇନ୍ଡୋର ଷ୍ଟାଡିୟମରେ ଆୟୋଜିତ ହେବାକୁ ଥିବା ଏହି ସମାରୋହରେ ଶ୍ରୀ ଶାହ ଯୋଗଦେବାକୁ ଆସୁଥିବା ସୂଚନା ମିଳିଛି। ଏହି କାର୍ଯ୍ୟକ୍ରମରେ ଶ୍ରୀ ଶାହାଙ୍କ ସହିତ ଅନ୍ୟ ବିଶିଷ୍ଟ ଅତିଥିମାନେ ଯୋଗ ଦେବାର କାର୍ଯ୍ୟକ୍ରମ ଥିବାବେଳେ ଏ ସଂପର୍କରେ ଅବଶ୍ୟ ବିଧିବଦ୍ଧ ଭାବେ ‘ପ୍ରଜାତନ୍ତ୍ର’ ପକ୍ଷରୁ କୌଣସି ସୂଚନା ଜାରି କରାଯାଇ ନାହିଁ।
ଅଗଷ୍ଟ ୮ରେ କଟକ ଆସିବେ ଅମିତ ଶାହ
/sambad/media/post_attachments/wp-content/uploads/2021/03/Amit-Saha.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)