ଆଜି ସମ୍ବଲପୁର ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ, ବିଶାଳ ଜନସଭାରେ ଉଦବୋଧନ ଦେବେ

Advertisment
ଆସନ୍ତା ୫ ବର୍ଷ ମଧ୍ୟରେ ଦେଶରେ ଲାଗୁ ହେବ ସମାନ ନାଗରିକ ସଂହିତା :ଅମିତ ଶାହା

ସମ୍ବଲପୁର: ଆଜି ୨୧ ତାରିଖରେ ସମ୍ବଲପୁର ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ସମ୍ବଲପୁର ପିଏଚ୍‌ଡ଼ି ପଡ଼ିଆରେ ହେବାକୁ ଥିବା ବିଶାଳ ଜନ ସମାବେଶରେ ଯୋଗ ଦେବେ ଶ୍ରୀ ଶାହ।

ସୂଚନା ଅନୁଯାୟୀ, ପ୍ରଥମେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ମା ସମଲେଇଙ୍କ ମନ୍ଦିର ଯାଇକୁ ପୂଜାର୍ଚ୍ଚନା କରିବେ। ଏହପରେ ସେଠାରୁ ସେ ପିଏଚଡି ପଡ଼ିଆ ସଭାସ୍ଥଳକୁ ଯିବାର କାର୍ଯ୍ୟକ୍ରମ ରହିଛି। ପିଏଚଡି ପଡ଼ିଆରେ ବିଶାଳ ଜନସଭାକୁ ସମ୍ବୋଧିତ କରିବା ପରେ ନିଜ ଦଳର ପ୍ରାର୍ଥୀମାନଙ୍କ ପାଇଁ ଭୋଟ ଭିକ୍ଷା କରିବେ ଶ୍ରୀ ଶାହ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe