Advertisment

Amit Shah: ଆଜି ଓଡ଼ିଶା ଆସିବେ ଅମିତ ଶାହ

Advertisment

ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଶ୍ରୀ ଶାହ ଆଜି ଓଡ଼ିଶାରେ ପହଞ୍ଚିବାର କାର୍ଯ୍ୟକ୍ରମ ଥିଲେ ହେଁ ଆସନ୍ତାକାଲି ସକାଳେ ଓଡ଼ିଶାରେ ପହଞ୍ଚିବେ। କଟକ, ଭୁବନେଶ୍ବର ଓ ଅନ୍ୟ ସ୍ଥାନରେ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ।

amit saha

ଭୁବନେଶ୍ବର: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଶ୍ରୀ ଶାହ ଆଜି ଓଡ଼ିଶାରେ ପହଞ୍ଚିବାର କାର୍ଯ୍ୟକ୍ରମ ଥିଲେ ହେଁ ଆସନ୍ତାକାଲି ସକାଳେ ଓଡ଼ିଶାରେ ପହଞ୍ଚିବେ। କଟକ, ଭୁବନେଶ୍ବର ଓ ଅନ୍ୟ ସ୍ଥାନରେ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ। ଶ୍ରୀ ଶାହ ଆସନ୍ତାକାଲି ସକାଳ ସାଢ଼େ ୧୦ଟାରେ ଭୁବନେଶ୍ବରରେ ପହଞ୍ଚିବେ। ସେଠାରୁ କଟକ ମୁଣ୍ଡଳୀସ୍ଥିତ ସିଆଇଏସ୍‌ଏଫ୍‌ କାର୍ଯ୍ୟକ୍ରମରେ ଯୋଗଦେବେ। ପରେ ପାରାଦୀପରେ ଇଫ୍‌କୋ ପକ୍ଷରୁ ସଲଫ୍ୟୁରିକ୍ ଏସିଡ୍‌ ପ୍ଲାଣ୍ଟକୁ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି।

Amit Shah: ୧୨ ବର୍ଷ ଦେଶର ଆଭ୍ୟନ୍ତରୀଣ ସୁରକ୍ଷାରେ ନୂତନ ସୁବର୍ଣ୍ଣ ଅଧ୍ୟାୟ: ଶାହ

ଅପରାହ୍‌ଣରେ ଜଟଣୀରେ ଜାତୀୟ ଫରେନ୍‌ସିକ ବିଜ୍ଞାନ ବିଶ୍ବବିଦ୍ୟାଳୟ(ଏନ୍‌ଏଫ୍‌ଏସ୍‌ୟୁ) ଓ କେନ୍ଦ୍ରୀୟ ଫରେନ୍‌ସିକ୍‌ ବିଜ୍ଞାନ ବିଶ୍ବବିଦ୍ୟାଳୟ(ସିଏଫ୍‌ଏସ୍‌ଏଲ୍‌)ର ଶିଳାନ୍ୟାସ କରିବେ। ସେଠାରୁ ଫେରି ଭୁବନେଶ୍ବରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ନ୍ୟାୟ ସଂହିତା ପ୍ରଦର୍ଶନୀରେ ସାମିଲ ହେବେ। ସଂଧ୍ୟାରେ ଦିଲ୍ଲୀ ଫେରିଯିବେ। ଶ୍ରୀ ଶାହଙ୍କ କାର୍ଯ୍ୟକ୍ରମ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe