ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ୍

Advertisment
ଅମିତ ଶାହଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

ଭୁବନେଶ୍ବର : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମାର୍ଚ୍ଚ ୨୬ରେ ଓଡ଼ିଶା ଗସ୍ତରେ ଆସିବେନି। ତାଙ୍କର ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ ଯେ, ଲୋକସଭା ପ୍ରବାସ କାର୍ଯ୍ୟକ୍ରମରେ ଶ୍ରୀ ଶାହ ମାର୍ଚ୍ଚ୨୬ରେ ଭଦ୍ରକ ଜିଲ୍ଲା ଧାମନଗର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସାଆଁଳପୁରରେ ଏକ ସାଧାରଣ ସଭାରେ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ଥିଲା। ସେଠାରୁ ଫେରି ଭୁବନେଶ୍ୱରରେ ଦଳର ବରିଷ୍ଠ ନେତା ଓ କର୍ମକର୍ତ୍ତାଙ୍କ ସହିତ ଆଲୋଚନା କରିବାର ଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe