ଭୁବନେଶ୍ବର: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି ବୋଲି ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର ସୂଚନା ପ୍ରଦାନ କରିଛନ୍ତି । କେନ୍ଦ୍ର ଗୃହ ମନ୍ତ୍ରୀ ଦୁଇ ଦିନିଆ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ଥିଲା  ।  

Advertisment

ମେ’ ୧୦ ଓ ମେ’୧୧ରେ ସେ ସମ୍ବଲପୁର ଏବଂ ଭୁବନେଶ୍ଵର ଗସ୍ତରେ ଆସିଥାନ୍ତେ। ତାଙ୍କର ଗସ୍ତକ୍ରମରେ ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ ହୋଇଥାନ୍ତା।

ଅଧିକ ପଢ଼ନ୍ତୁ: ଆଇପିଏଲ ବେଟିଂ ରାକେଟର ପର୍ଦ୍ଦାଫାସ: ୫ ଗିରଫ

ସେ  ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ଥିଲା । ତେବେ ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ କରାଯାଇଥିବା ନେଇ ଜୟ ନାରାୟଣ ମିଶ୍ର ସୂଚନା ଦେଇଛନ୍ତି।

ଅଧିକ ପଢ଼ନ୍ତୁ: ଏକଜୁଟ୍ ହେବାର ଆବଶ୍ୟକତା ରହିଛି; ବିରୋଧୀ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

amit shah | Odisha