ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ: ଜୟ ନାରାୟଣ ମିଶ୍ର

କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି ବୋଲି ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର ସୂଚନା ପ୍ରଦାନ କରିଛନ୍ତି । କେନ୍ଦ୍ର ଗୃହ ମନ୍ତ୍ରୀ ଦୁଇ ଦିନିଆ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ଥିଲା...

Amit Shah's Odisha visit cancelled

Amit Shah's Odisha visit cancelled Photograph: (sambad.in)

ଭୁବନେଶ୍ବର: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି ବୋଲି ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର ସୂଚନା ପ୍ରଦାନ କରିଛନ୍ତି । କେନ୍ଦ୍ର ଗୃହ ମନ୍ତ୍ରୀ ଦୁଇ ଦିନିଆ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ଥିଲା  ।  

ମେ’ ୧୦ ଓ ମେ’୧୧ରେ ସେ ସମ୍ବଲପୁର ଏବଂ ଭୁବନେଶ୍ଵର ଗସ୍ତରେ ଆସିଥାନ୍ତେ। ତାଙ୍କର ଗସ୍ତକ୍ରମରେ ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ ହୋଇଥାନ୍ତା।

ଅଧିକ ପଢ଼ନ୍ତୁ: ଆଇପିଏଲ ବେଟିଂ ରାକେଟର ପର୍ଦ୍ଦାଫାସ: ୫ ଗିରଫ

ସେ  ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ଥିଲା । ତେବେ ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ କରାଯାଇଥିବା ନେଇ ଜୟ ନାରାୟଣ ମିଶ୍ର ସୂଚନା ଦେଇଛନ୍ତି।

ଅଧିକ ପଢ଼ନ୍ତୁ: ଏକଜୁଟ୍ ହେବାର ଆବଶ୍ୟକତା ରହିଛି; ବିରୋଧୀ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

amit shah | Odisha

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe