କାଙ୍କେର-ନାରାୟଣପୁର ସୀମାରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ

କାଙ୍କେର-ନାରାୟଣପୁର ଅଞ୍ଚଳରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ମୃତ୍ୟୁବରଣ କରିଥିବା ଜଣେ ମାଓବାଦୀଙ୍କ ମୃତ ଦେହ ଉଦ୍ଧାର କରାଯାଇଛି ବୋଲି ପୁଲିସ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି...

An exchange of fire between security forces and militants on the Kanker-Narayanpur border

An exchange of fire between security forces and militants on the Kanker-Narayanpur border Photograph: (sambad.in)

ମାଲକାନଗିରି: ମାଲକାନଗିରି ସୀମାରେ ଥିବା ଛତିଶଗଡ଼ର କାଙ୍କେର-ନାରାୟଣପୁର ଅଞ୍ଚଳରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। 

ଏଥିରେ ମୃତ୍ୟୁବରଣ କରିଥିବା ଜଣେ ମାଓବାଦୀଙ୍କ ମୃତ ଦେହ ଉଦ୍ଧାର କରାଯାଇଛି ବୋଲି ପୁଲିସ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଅଧିକ ପଢ଼ନ୍ତୁ: ରେଳବଜେଟରେ ଓଡ଼ିଶା ପାଇଁ ୧୦,୫୯୯ କୋଟିର ବ୍ୟୟବରାଦ: ଅଶ୍ବିନୀ ବୈଷ୍ଣବ

ଏହି ମାଓ ଅପରେସନରେ ଏସଏଲଆର ବନ୍ଧୁକ ସହ ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ ହୋଇଛି। 

ସେହିପରି ଉତ୍ତର ବସ୍ତର-ମାଡ ଡିଭିଜନ ମାଓବାଦୀଙ୍କ ସହ ଗୁଳି ବିନିମୟ ଜାରି ରହିଛି। ବିଏସ୍ଏଫ୍, ଡିଆରଜି ଓ ଡିଭିଏଫ୍ ଯବାନଙ୍କ ପକ୍ଷରୁ ଅପରେସନ ଜାରି ରହିଥିବା ପୁଲିସ ବିଭାଗ ପକ୍ଷରୁ କୁହାଯାଇଛି।

ଅଧିକ ପଢ଼ନ୍ତୁ: ୟୁପିଏ ସରକାର ଅମଳରେ ବି ନିଯୁକ୍ତି ପ୍ରସଙ୍ଗରେ ପଦକ୍ଷେପ ନିଆଯାଇନଥିଲା : ରାହୁଲ୍ ଗାନ୍ଧି

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe