ଆନ୍ଦୋଳନରେ ଅଙ୍ଗନବାଡ଼ି କର୍ମୀ

ଆନ୍ଦୋଳନରେ ଅଙ୍ଗନବାଡ଼ି କର୍ମୀ

ସୋନପୁର ସୁବର୍ଣ୍ଣପୁର ଜିଲ୍ଲାର ୬ଟି ବ୍ଲକରେ କାର୍ଯ୍ୟ କରୁଥିବା ଅଙ୍ଗନବାଡ଼ି କର୍ମୀମାନେ ସିଡିପିଓ କାର୍ଯ୍ୟାଳୟଗୁଡ଼ିକ ସମ୍ମୁଖରେ ବିଭିନ୍ନ ଦାବି ନେଇ ଧାରଣାରେ ଗତ ୧୩ ତାରିଖରୁ ବସିଛନ୍ତି। ଫଳରେ ଜିଲ୍ଲାରେ ଥିବା ୧୫୫୫ଟି ଅଙ୍ଗନବାଡ଼ି କେନ୍ଦ୍ରରେ ସମନ୍ଵିତ ମହିଳା ଓ ଶିଶୁ ବିକାଶ ଯୋଜନା ଠପ୍‌ ହୋଇଯାଇଛି। ଦାବି ପୂରଣ ନହେଲେ ଆଗକୁ ଆନ୍ଦୋଳନ ଜୋରଦାର କରାଯିବ ବୋଲି ସଂଘ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe