୧୫ରେ ମକର ସଂକ୍ରାନ୍ତି ଛୁଟି, ବନ୍ଦ ରହିବ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଶିକ୍ଷାନୁଷ୍ଠାନ

ଭୁବନେଶ୍ବର : ଆସନ୍ତା ୧୫ ତାରିଖରେ ମକର ସଂକ୍ରାନ୍ତି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରୀ ଛୁଟି ଘୋଷଣା କରିଛନ୍ତି। ସେହିଦିନ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ସରକାରଙ୍କ ପକ୍ଷରୁ ଏ ନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି।

ସମ୍ବନ୍ଧିତ ଖବର