ଆଜି ରାଜ୍ୟରୁ ୧୪୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି

Advertisment
ଆଜି ରାଜ୍ୟରୁ ୧୪୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି

ଭୁବନେଶ୍ବର: ରାଜ୍ୟରୁ ୧୪୩ଜଣ କରୋନା ଆକ୍ରାନ୍ତ ଆଜି ସୁସ୍ଥ ହୋଇଥିବା ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛନ୍ତି। ୧୪୩ଜଣ ଆକ୍ରାନ୍ତ ସୁସ୍ଥଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ସର୍ବାଧିକ ୨୯ଜଣ ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି।

ସେହିପରି ଖୋର୍ଧାରୁ ୧୯ଜଣ, ପୁରୀରୁ ୧୬ଜଣ,ସମ୍ବଲପୁରରୁ ୧୨ଜଣ, ବରଗଡ଼ରୁ ୧୦ଜଣ, ଅନୁଗୁଳରୁ ୯ଜଣ, କଟକରୁ ୭ଜଣ, ଯାଜପୁର ୭ଜଣ, ବାଲେଶ୍ବରରୁ ୬ଜଣ, ନୂଆପଡ଼ାରୁ ୫ଜଣ, କେନ୍ଦ୍ରାପଡ଼ାରୁ ୪ଜଣ, କେନ୍ଦୁଝରରୁ ୩ଜଣ,ବାଲାଙ୍ଗୀରରୁ ୨ଜଣ,ବୌଦ୍ଧରୁ ୨ଜଣ, ଗଞ୍ଜାମରୁ ୨ଜଣ, ଝାରସୁଗୁଡ଼ାରୁ ୨ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଏଥିସହିତ ଭଦ୍ରକରୁ ଜଣେ, ଦେବଗଡ଼ରୁ ଜଣେ, ଜଗତସିଂହପୁରରୁ ଜଣେ ଓ ଷ୍ଟେଟପୁଲରୁ ୫ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ନୂଆ ସୁସ୍ଥଙ୍କୁ ମିଶାଇଲେ ରାଜ୍ୟରୁ ଏଯାବତ ୩୩୧୪୨୭ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରକାଶ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe