ଭୁବନେଶ୍ୱର: ରାଜ୍ୟରେ ଆଜି କରୋନାରୁ ୧ ହଜାର ୮୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୭ ହଜାର ୫୬୪କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଜରିଆରେ ଏହି ସୂଚନା ଦିଆଯାଇଛି।
Sambad is now on WhatsApp
Join and get latest news updates delivered to you via WhatsApp
Another 1815 Covid patients have recovered and are being discharged on 01.11.2020
220 from Khordha
152 from Cuttack
148 from Anugul
97 from Sundargarh
96 from Puri
83 from Mayurbhanj
76 from Bolangir
76 from Jajapur
68 from Keonjhar
67 from Bhadrak
62 from Kendrapara— H & FW Dept Odisha (@HFWOdisha) November 1, 2020
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ୨୨୦ ଜଣ, କଟକ ଜିଲ୍ଲାରୁ ୧୫୨ ଜଣ, ଅନୁଗୁଳ ଜିଲ୍ଲାରୁ ୧୪୮ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୭ ଜଣ, ପୁରୀ ଜିଲ୍ଲାରୁ ୯୬ ଜଣ, ମୟୂରଭଂଜ ଜିଲ୍ଲାରୁ ୮୩ ଜଣ, ବଲାଙ୍ଗୀର, ଯାଜପୁର ଜିଲ୍ଲାରୁ ୭୬ ଜଣ ଲେଖାଏଁ, କେନ୍ଦୁଝର ଜିଲ୍ଲାରୁ ୬୮ ଜଣ, ଭଦ୍ରକ ଜିଲ୍ଲାରୁ ୬୭ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୨ ଜଣ, ବରଗଡ଼ ଜିଲ୍ଲାରୁ ୬୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୬୦ ଜଣ ଓ କୋରାପୁଟ ଜିଲ୍ଲାରୁ ୫୮ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।
15 from Sonepur
12 from Rayagada
7 from Deogarh
44 from State PoolThe total recovered cases of Odisha now stand at 277564
— H & FW Dept Odisha (@HFWOdisha) November 1, 2020
ସେହିପରି କୋରାପୁଟ ଜିଲ୍ଲାରୁ ଆଜି ୪୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଳାହାଣ୍ଡି ଜିଲ୍ଲାରୁ ୪୫ ଜଣ, ବାଲେଶ୍ୱର ଜିଲ୍ଲଶରୁ ୪୨ ଜଣ, ନବରଂଗପୁର, ସମ୍ବଲପୁର ଜିଲ୍ଲାରୁ ୩୯ ଜଣ ଲେଖାଏଁ, ଝାରସୁଗୁଡ଼ା ଜିଲ୍ଲାରୁ ୩୫ ଜଣ, ମାଲକାନଗିରି ଜିଲ୍ଲାରୁ ୩୪ ଜଣ, ନୟାଗଡ଼ ଜିଲ୍ଲାରୁ ୩୦ ଜଣ, ବୌଦ୍ଧ, ଗଂଜାମ ଜିଲ୍ଲାରୁ ୨୩ ଜଣ ଲେଖାଏଁ, ଢେଙ୍କାନାଳ ଜିଲ୍ଲାରୁ ୨୧ ଜଣ, କନ୍ଧମାଳ ଜିଲ୍ଲାରୁ ୧୮ ଜଣ, ଗଜପତି, ସୁବର୍ଣ୍ଣପୁର ଜିଲ୍ଲାରୁ ୧୫ ଜଣ ଲେଖାଏଁ, ରାୟଗଡ଼ା ଜିଲ୍ଲାରୁ ୧୨ ଜଣ, ଦେବଗଡ଼ ଜିଲ୍ଲାରୁ ୭ ଜଣ ଓ ରାଜ୍ୟପୁଲରୁ ୪୪ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି।