ଭୁବନେଶ୍ୱର: ରାଜ୍ୟରେ ଆଜି ୯୭୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୮୭ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୧୦୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୫୭ ହଜାର ୫୬୯କୁ ବୃଦ୍ଧି ପାଇଛି ।
Sambad is now on WhatsApp
Join and get latest news updates delivered to you via WhatsApp
Another 9706 Covid patients have recovered and are being discharged on 10.05.2021
1787 from Khordha
1100 from Sundargarh
823 from Cuttack
506 from Bargarh
425 from Sambalpur
412 from Nabarangpur
407 from Jharsuguda
393 from Anugul
385 from Nuapada
373 from Kalahandi— H & FW Dept Odisha (@HFWOdisha) May 10, 2021
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ କଟକ ଜିଲ୍ଲାରୁ ଆଜି ୮୨୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବରଗଡ଼ରୁ ୫୦୬, ସମ୍ବଲପୁରପୁରରୁ ୪୨୫, ନବରଂଗପୁରରୁ ୪୧୨, ଝାରସୁଗୁଡ଼ାରୁ ୪୦୭, ଅନୁଗୁଳରୁ ୩୯୩, ନୂଆପଡ଼ାରୁ ୩୮୫, କଳାହାଣ୍ଡିରୁ ୩୭୩, ପୁରୀରୁ ୩୦୪, ଯାଜପୁରରୁ ୨୩୧, ନୟାଗଡ଼ରୁ ୨୨୬ ଓ ଭଦ୍ରକ ଜିଲ୍ଲାରୁ ୨୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
68 from Kandhamal
43 from Malkangiri
42 from Dhenkanal
37 from Boudh
27 from Deogarh
360 from State PoolThe total recovered cases of Odisha now stand at 457569
— H & FW Dept Odisha (@HFWOdisha) May 10, 2021
ସେହିପରି ମୟୂରଭଂଜ ଜିଲ୍ଲାରୁ ୧୯୯ ଜଣ, ବଲାଙ୍ଗୀରରୁ ୧୯୫, କେନ୍ଦୁଝରରୁ ୧୬୧, ରାୟଗଡ଼ାରୁ ୧୫୦ ଜଣ, ଜଗତସିଂହପୁରରୁ ୧୪୫, କେନ୍ଦ୍ରାପଡ଼ାରୁ ୧୩୨, ବାଲେଶ୍ୱରରୁ ୧୨୫, ସୁବର୍ଣ୍ଣପୁରରୁ ୧୨୩, ଗଜପତିରୁ ୧୧୮, ଗଂଜାମରୁ ୧୧୪, କୋରାପୁଟରୁ ୮୯, କନ୍ଧମାଳରୁ ୬୮, ମାଲକାନଗିରିରୁ ୪୩, ଢେଙ୍କାନାଳରୁ ୪୨, ବୌଦ୍ଧରୁ ୩୭, ଦେବଗଡ଼ରୁ ୨୭ ଓ ରାଜ୍ୟପୁଲରୁ ୩୬୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।